Day: May 31, 2023

୧୨ ଲିଟର ମଦ ଜବତ ସହ, ଦୁଇ ବେପାରୀ ଗିରଫ

ଜଟଣୀ : ଜଟଣୀ ଥାନା ଅଧିନ ବଡ଼ତୋଟା ଅଞ୍ଚଳରେ ପୋଲିସ ଚଢ଼ାଉ କରି, ଦୁଇଜଣ ପେଶାଦାର ମଦ ବେପାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗତକାଲି ଜଟଣୀ ପୋଲିସ ପେଟ୍ରୋଲିଂ କରିବା ସମୟରେ ବିଶେଷସୂତ୍ରରୁ ଖବର ପାଇ, ବଡତୋଟା ଅଞ୍ଚଳରେ…

ଲୋକଙ୍କ ପାଖରେ ପହଞ୍ଚିବ ବିଜେପି

ଜଟଣୀ: ମୋଦି ସରକାରଙ୍କ ନଅ ବର୍ଷ ଶାସନର ସୁଫଳ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ବିଷୟକୁ ନେଇ, ମହା ଜନ ସମ୍ପର୍କ ଅଭିଯାନରେ ଲୋକମାନଙ୍କୁ ପାଖକୁ ଯିବେ ବିଜେପି କର୍ମକର୍ତ୍ତା। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ, ଆଜି ବିଜେପି…

ବିଶ୍ଵ ତମ୍ବାଖୁ ଦିବସ ଉପଲକ୍ଷେ ଆଲୋଚନା ଚକ୍ର

ଜଟଣୀ: ତମ୍ବାଖୁର ଭୟାବହତାକୁ ନେଇ ଜଟଣୀ ବାସୀଙ୍କୁ ସଚେତନତା ସୃଷ୍ଟି କରିବା ଉଦ୍ଧେଶ୍ୟରେ ସମ୍ଭାବନା ପରିବାର ପକ୍ଷରୁ ଜଟଣୀ ରେତଙ୍ଗ କଲୋନୀ ଅଞ୍ଚଳରେ ଥିବା ଆର୍ ଏସ୍ ଟ୍ୟୁଟୋରିଆଲ ପରିସରରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସନ୍ତୋଷ…

ବିରାଟ ଅଘଟଣରୁ ବର୍ତିଲେ ଗହଣା କାରିଗର

ଜଟଣୀ: ଦୋକାନରେ ବସି ଗହଣା ତିଆରି କରୁଥିବା ସମୟରେ ଲାଗିଗଲା ନିଆଁ। ଅଳ୍ପକେ ବର୍ତିଲେ କାରିଗର। ଏଭଳି ଘଟଣା ଆଜି ଦେଖିବାକୁ ମିଳିଛି ଜଟଣୀ ଅଞ୍ଚଳରେ। ଜଟଣୀ ଥାନା ଛକରେ ଥିବା ବିଶ୍ୱନାଥ ଜୁଏଲାରୀ ଆଣ୍ଡ ୱାର୍କସପ୍ ର କାରିଗର ଦୋକାନ…

୪୦ ଫୁଟ ଗଭୀର କୂଅରୁ ଉଦ୍ଧାର ହେଲେ ବୃଦ୍ଧା

ଜଟଣୀ: ୪୦ଫୁଟ କୂଅରୁ ଜଣେ ବୃଦ୍ଧାଙ୍କୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ। ଜଟଣୀ ଥାନା ଅଧିନ କନ୍ତିଆ ଗ୍ରାମର ବିଶାଖା ବଡ଼ଜେନା, ବୟସ 72ବର୍ଷ। ଆଜି ସକାଳେ7.15. କୁଅରୁ ପାଣି କାଢୁଥିବା ସମୟରେ ଅସାବଧାନତା ହେତୁ ତାଙ୍କ ଗୋଡ ଖସି ଯିବାରୁ…