Month: August 2026

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ରକ୍ଷାବନ୍ଧନ ଉତ୍ସବ

ଜଟଣୀ, ୨୭/୮: ଜଟଣୀ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ରକ୍ଷାବନ୍ଧନ ଉତ୍ସବ ମହା ଆଡ଼ମ୍ବରରେ ପାଳନ ହୋଇଯାଇଛି। ଏହି ଉତ୍ସବରେ ମୂଖ୍ୟ ଅତିଥି ଭାବେ ଭଗବତୀ ବିଦ୍ୟାଳୟ ଗୋଳବାଇର ପ୍ରଧାନ ଶିକ୍ଷୟିତ୍ରୀ ସ୍ଵସ୍ତିକା ପାଲ୍ ଯୋଗଦାନ କରି ଗୋପୂଜନ କରିଥିଲେ। ପରେ…

ଗୋ-ମାତାଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ

ଖୋର୍ଦ୍ଧା, ୨୬/୮: ଖୋର୍ଦ୍ଧା ସିଗମା ପବ୍ଲିକ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସ୍ନେହ ଓ ସମ୍ପର୍କର ପର୍ବ ରକ୍ଷା ବନ୍ଧନ ପାଳିତ ହୋଇ ଯାଇଛି। ଛାତ୍ରଛାତ୍ରୀ ମାନେ ରାମକୃଷ୍ଣ ଗୋଧାମକୁ ଯାଇ ସେଠାରେ ରହିଥିବା ଗୋ ମାତା ଓ ବଳଦଙ୍କୁ ପୂଜା…

ସାମ୍ବାଦିକଙ୍କ ସୁରକ୍ଷା, ପେନସନ ଓ ସ୍ୱାସ୍ଥ୍ୟ ବୀମା ରାଶି ବୃଦ୍ଧି ପାଇଁ ଓ.ୟୁ.ଡବ୍ଲୁ.ଜେ ପକ୍ଷରୁ ଦାବି

ଖୋର୍ଦ୍ଧା,୧୨/୮: ସାମ୍ବାଦିକ ସମାଜ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବେ ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ନିଜର କର୍ତ୍ତବ୍ୟ ଓ ଧର୍ମ ପାଳନ କରିଆସୁଛନ୍ତି। ତେଣୁ ସାମ୍ବାଦିକଙ୍କ ସାମାଜିକ ଓ ଆର୍ଥିକ ସୁରକ୍ଷା ସହିତ ସେମାନଙ୍କ ଦୀର୍ଘଦିନର ଦାବିଗୁଡ଼ିକ ପୂରଣ ଦିଗରେ ସରକାର ଗୁରୁତ୍ୱ…

କ୍ରାନ୍ତିକାରୀ ଶ୍ରମିକ ନେତା ସୁଶାନ୍ତ ମହାନ୍ତିଙ୍କ ୨୫ତମ ସ୍ମୃତି ଚାରଣ ସଭା

ଜଟଣୀ,୯/୮: ଜଟଣୀର ଲଢୁଆ ନେତା ତଥା କ୍ରାନ୍ତିକାରୀ ଶ୍ରମିକ ନେତା ସୁଶାନ୍ତ ମହାନ୍ତିଙ୍କ ୨୫ତମ ସ୍ମୃତି ଚାରଣ ସଭା, ଅଗଷ୍ଟ କ୍ରାନ୍ତି ଦିବସରେ ସ୍ଥାନୀୟ ବରିଷ୍ଠ ନାଗରିକ ସେବା ସଂଘ କାଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ବରରୁ ଅଲଗା କରି…