ବ୍ୟୁରୋ: ଆଜି ପବିତ୍ର ଭଉଁରୀ ତିଥିରେ ରଥ ନିର୍ମାଣର ଗୁରୁତ୍ୱପୂର୍ଣ୍ଣ ସୋପାନ ସମ୍ପନ୍ନ ହୋଇଛି ।

ଶ୍ରୀଜୀଉମାନଙ୍କ ଆଜ୍ଞାମାଳ ରଥଖଳାକୁ ବିଜେ ହେବା ପରେ ସେଠାରେ ରଥ ନିର୍ମାଣ ସେବକମାନଙ୍କ ଉପସ୍ଥିତିରେ ତିନିରଥର ଅଖରେ ଦୁଇଟି ଲେଖାଏଁ ଚକ ସଂଯୋଗ କରି, ଚକା ଡେରା ନୀତି ସମ୍ପନ୍ନ ହୋଇଅଛି ।

Leave a Reply

Your email address will not be published. Required fields are marked *