ବ୍ୟୁରୋ : ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ହେବେ ମନୋଜ ଆହୁଜା। ପ୍ରଦୀପ ଜେନାଙ୍କ ପରେ ୧୯୯୦ ମସିହାର ଆଇଏଏସ୍ ଅଫିସର ମନୋଜ ଆହୁଜା ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ହେବେ ।

ଏନେଇ ସାଧାରଣ ପ୍ରଶାସନ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୩୦ ତାରିଖରେ ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ସରୁଛି।

Leave a Reply

Your email address will not be published. Required fields are marked *