ବ୍ୟୁରୋ: 5T ସଚିବ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ ଆଜି ପ୍ରଶାସନିକ ଚାକିରିରୁ ସ୍ଵେଚ୍ଛାକୃତ ଅବସର ନେଇଛନ୍ତି।

ଶ୍ରୀ ପାଣ୍ଡିଆନ ଆବେଦନ କରିଥିବା ଭିଆରଏସକୁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ମଞ୍ଜୁର କରୁଛି। ଭିଆରଏସ  ମିଳିବା ପରେ ଶ୍ରୀ ପଣ୍ଡିଆନ ରାଜନୀତିରେ, ପାଦ ଦେବେ ବୋଲି ସାଧାରଣରେ ଚର୍ଚ୍ଚା ଜୋର ଧରିଛି।

Leave a reply

  • Default Comments (0)
  • Facebook Comments

Your email address will not be published. Required fields are marked *