ବ୍ୟୁରୋ: ଆଇପିଏସ ସ୍ତରରେ ହୋଇଛି ବଡ ଧରଣର ଅଦଳ ବଦଳ। ବିଜ୍ଞପ୍ତି ମୁତାବକ, ସଞ୍ଜୀବ ପଣ୍ଡାଙ୍କୁ ଟ୍ୱିନସିଟିର ପୋଲିସ କମିଶନର ଭାବେ ଦାୟିତ୍ୱ ମିଳିଥିବା ବେଳେ, ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ଦାୟିତ୍ୱ ମିଳିଛି । ସେହିଭଳି ପିନାକ ମିଶ୍ରଙ୍କୁ ପୁରୀ ଏସପି ଭାବେ ଦାୟିତ୍ୱ ମିଳିଛି । କନୱର ବିଶାଲ ସିଂଙ୍କୁ କଟକ ଡିସିପି ଭାବେ ଦାୟିତ୍ୱ ମିଳିଛି । ସେହିପରି ସତ୍ୟବ୍ରତ ଭୋଇଙ୍କୁ ପୂର୍ବାଞ୍ଚଳ ରେଞ୍ଜ ଆଇଜି, ହିମାଂଶୁ ଲାଲଙ୍କୁ ଉତ୍ତରାଞ୍ଚଳ ଆଇଜି, ଦୀପକ କୁମାରଙ୍କୁ ଉତ୍ତର-କେନ୍ଦ୍ରାଞ୍ଚଳ ଆଇଜି, ଜୟନାରାୟଣ ପଙ୍କଜଙ୍କୁ ଦକ୍ଷିଣାଞ୍ଚଳ ଆଇଜି ଭାବେ ଦାୟିତ୍ବ ମିଳିଛି।

Leave a Reply

Your email address will not be published. Required fields are marked *