୧୯୯୬ ମସିହା ବ୍ୟାଚର ୩ୟ ବନ୍ଧୁମିଳନ
ବ୍ୟୁରୋ : ଜନତା ଉଚ୍ଚ ବିଦ୍ୟାଳୟର ୧୯୯୬ ବ୍ୟାଚ ୧୦ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପକ୍ଷରୁ ରବିବାର ଗଡ଼ମାଣୀତ୍ରୀ ସ୍ଥିତ ମା, ରାମଚଣ୍ଡୀଙ୍କ ପିଠରେ, ପିତବାସ ସାହୁ ଓ ପ୍ରଭାକର ସାମନ୍ତରାୟଙ୍କ ତତ୍ୱବୋଧନରେ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର…
