ବିଧାନସଭା ଗୃହକୁ ମୁଣ୍ଡିଆ ମାରିଲେ ସୁରେଶ ରାଉରତାୟ
ବ୍ୟୁରୋ: ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଆଜି ବିଧାନସଭା ଗୃହରୁ ବାହାରିବା ସମୟରେ ଗୃହକୁ ମୁଣ୍ଡିଆ ମାରି ଭାବବିହ୍ୱଳ ହୋଇପଡିଥିଲେ। ଆଉ କହିଥିଲେ ଏହା ହେଉଛି ମୋର ଶେଷ ବିଧାନସଭା। ମୁଁ ଆଗକୁ ଆଉ…
ବ୍ୟୁରୋ: ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଆଜି ବିଧାନସଭା ଗୃହରୁ ବାହାରିବା ସମୟରେ ଗୃହକୁ ମୁଣ୍ଡିଆ ମାରି ଭାବବିହ୍ୱଳ ହୋଇପଡିଥିଲେ। ଆଉ କହିଥିଲେ ଏହା ହେଉଛି ମୋର ଶେଷ ବିଧାନସଭା। ମୁଁ ଆଗକୁ ଆଉ…
ବ୍ୟୁରୋ: ଜଟଣୀ ପୋୖର ପରିଷଦ ଅଧିନ ୧୦ ନମ୍ବର ୱାର୍ଡ ସ୍ମାର୍ଟ ପାର୍କରେ ଆଜି ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ “ଚାଏ ପେ ଚର୍ଚ୍ଚା” କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। କେନ୍ଦ୍ରସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଲୋକମାନଙ୍କୁ ଅବଗତ କରାଯାଇଥିଲା। ଲୋକମାନେ ବିଭିନ୍ନ…
ବ୍ୟୁରୋ: ୨୦୨୪ ନିର୍ବାଚନ ଲଢିବେନି ଭି.କେ. ପାଣ୍ଡିଆନ । ଆଜି ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ସ୍ପଷ୍ଟ କରିଛନ୍ତି ଭି.କେ. ପାଣ୍ଡିଆନ । ମୁଖ୍ୟମନ୍ତ୍ରୀଙ୍କ ସହ ମିଶି ୧୪୭ ଆସନ ପାଇଁ କାମ କରିବେ ବୋଲି ବୈଠକରେ କହିଛନ୍ତି ପାଣ୍ଡିଆନ। ବୈଠକରେ…
ବ୍ୟୁରୋ: ବିଜେଡି ଦଳରେ ଆଜି ବିଦ୍ଧିବଦ୍ଧ ଭାବେ ଯୋଗ ଦେଇଛନ୍ତି ଭିକେ ପାଣ୍ଡିଆନ୍ ।ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବରେ ବିଜେଡିରେ ସାମିଲ ହୋଇଛନ୍ତି ଶ୍ରୀ ପାଣ୍ଡିଆନ୍ । ୫ଟି ଏବଂ ନବୀନ ଓଡ଼ିଶାର ଅଧ୍ୟକ୍ଷ ଥିବା ଭି.କେ ପାଣ୍ଡିଆନ୍ ଏବେ ବିଜୁ…
ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତିଙ୍କ ହୋଇଛି ପରଲୋକ । ତାଙ୍କର ସ୍ୱାସ୍ଥ୍ୟ ଖରାପ ଥିବାରୁ ସେ ଗତ କିଛିଦିନ ହେବ ମେଡିକାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସା ସମୟରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…
ବ୍ୟୁରୋ: 5T ସଚିବ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ ଆଜି ପ୍ରଶାସନିକ ଚାକିରିରୁ ସ୍ଵେଚ୍ଛାକୃତ ଅବସର ନେଇଛନ୍ତି। ଶ୍ରୀ ପାଣ୍ଡିଆନ ଆବେଦନ କରିଥିବା ଭିଆରଏସକୁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ମଞ୍ଜୁର କରୁଛି। ଭିଆରଏସ ମିଳିବା ପରେ…
ବ୍ୟୁରୋ: ପିପିଲିର ପୂର୍ବତନ ବିଧାୟକ ତଥା କଂଗ୍ରେସର ଟାଣୁଆ ନେତା ଯୁଧିଷ୍ଠିର ସାମନ୍ତରାୟଙ୍କ ଆଜି ପରଲୋକ ହୋଇଛି। ଶ୍ରୀ ସାମନ୍ତରାୟ ଗତ କିଛି ମାସ ହେବ ଅସୁସ୍ଥ ରହିଥିଲେ । ତାଙ୍କର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଚାଲିଥିବା ବେଳେ, ସେ…
ବ୍ୟୁରୋ: ୨୦୨୪ ଯେତିକି ପାଖେଇ ଆସୁଛି ନିର୍ବାଚନ ତାତି ସେତିକି ବଢୁଛି। ୨୦୨୪ରେ କିଏ କେଉଁ ଦଳରୁ ଟିକେଟ ପାଇବ ସେଥିପାଇଁ ସମସ୍ତେ କରୁଛନ୍ତି କସରତ୍। ୨୦୨୪ ନିର୍ବାଚନରେ ଅନେକ ନୂଆ ମୁହଁ ଦେଖିବେ ଜନତା। ସେଥିପାଇଁ ଏବେ ନୂଆ ନେତାମାନେ…
ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେଲା ବିଜେଡିର ଜନସମ୍ପର୍କ ପଦଯାତ୍ରା । ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ପର୍ଯ୍ୟନ୍ତ ଚାଲିବ ଏହି ପଦ ଯାତ୍ରା । ବିଜେଡି ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଭୁବନେଶ୍ଵର ମହାନଗର ନିଗମ ଅଧିନ ୱାର୍ଡ…
ବ୍ୟୁରୋ: ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା ଓ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜେଡି ଦଳରୁ ବହିଷ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।