ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ପାଳିତ
ବ୍ୟୁରୋ: ଭାରତ ରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଆଜି ଜଟଣୀ ବିଜେପି କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି। ଜଟଣୀ ନଗର ସଭାପତି ଲିଟୁ ରାଉତରାୟଙ୍କ ନେତୃତ୍ୱରେ ଏକ ସଭା ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସାଂସଦ…