Category: ରାଜ୍ୟ ଖବର

ଗେଷ୍ଟ ହାଉସ ରୁ ଝୁଲନ୍ତା ମୃତଦେହ ଉଦ୍ଧାର

ବ୍ୟୁରୋ: ଜଟଣୀ ଥାନା ଅଧିନ ସିତାରାମ ଛକ ନିକଟ ଏକ ଗେଷ୍ଟ ହାଉସ ରୁ ଜଣେ ଯୁବକଙ୍କ ମୃତ ଦେହକୁ ଜବତ କରିଛି ଜଟଣୀ ପୋଲିସ । ମୃତ ଯୁବକ ଜଣଙ୍କ ହେଲେ ଭୁବନେଶ୍ୱର ଓ଼ଲ୍ଡ ଟାଉନ ନାଗେଶ୍ୱର ଟାଙ୍ଗୀର ନାରାୟଣ…

ଖୋର୍ଦ୍ଧାରୋଡ଼ ଷ୍ଟେସନରୁ ୨୭ କେଜି ଗଞ୍ଜେଇ ଜବତ

ବ୍ୟୁରୋ: ଜଟଣୀ ଖୋର୍ଦ୍ଧାରୋଡ଼ ରେଲୱେ ଷ୍ଟେସନରୁ ୨୭ କେଜି ୨୭୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି ଖୋର୍ଦ୍ଧାରୋଡ ଆର.ପି.ଏଫ. । ଦୁଇ ଗିରଫ ଅଭିଯୁକ୍ତ ହେଲେ ବିହାର ରାଜ୍ୟ ଔରଙ୍ଗାବାଦ ଜିଲ୍ଲା ଦେଓକୁଣ୍ଡ ରାମପୁର…

ଖୋର୍ଦ୍ଧା ମୁକୁନ୍ଦପ୍ରସାଦ ହତ୍ୟାକାଣ୍ଡ ଘଟଣାରେ ତିନି ଗିରଫ

ବ୍ୟୁରୋ: ଖୋର୍ଦ୍ଧା ମୁକୁନ୍ଦପ୍ରସାଦ ହତ୍ୟାକାଣ୍ଡ ଘଟଣାରେ ଖୋର୍ଦ୍ଧା ପୋଲିସ ଘଟଣାର ତଦନ୍ତ କରି ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପୋଡ଼ାସାହିର ବିଶ୍ବଜିତ ମହାରଣା , ମୁକେଶ ସେଠୀ ଓ ଜଗତସିଂହପୁର ଜିଲ୍ଲାର ଆକାଶ ପଟ୍ଟନାୟକ। ସୂଚନା ମୁତାବକ…

ମଦନମୋହନ ଦେବଙ୍କ ନୂତନ ପରିଚାଳନା କମିଟି ଗଠନ

ବ୍ୟୁରୋ: ଗଠନ ହେଲା ଜଟଣୀ ପାତ୍ରପଡାସ୍ଥିତ ମଦନ ମୋହନ ଦେବଙ୍କ ନୂତନ ପରିଚାଳନା କମିଟି। ନୂତନ କମିଟିର ସଦସ୍ୟଙ୍କ ପରିଚାଳନାରେ ପ୍ରଭୁ ମଦନମୋହନ ଦେବଙ୍କ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ପରିଚାଳନା କମିଟିର ସଭାପତି ଭାବେ ବାଇଧର ପ୍ରଧାନନଙ୍କୁ ଦାୟିତ୍ୱ…

୮୦ କେଜି ସୁନା ସହ ରୂପା ବୋଝେଇ କଣ୍ଟେନର ଜବତ

ବ୍ୟୁରୋ: ଭୁବନେଶ୍ୱର ରୁ ଜବତ ହେଲା ଆଖ୍ ଖୋସିଦେଲା ଭଳି ସୁନା । ବ୍ୟାଙ୍କରେ ଟଙ୍କା ଲୋଡ଼ ହେଉଥ‌ିବା ଗାଡ଼ିରେ ଚୋରା ସୁନା ଚାଲାଣ ହେଉଥିବା ବେଳେ ଚଢ଼ାଉ କଲା ସିଟି ଜିଏସଟି ବିଭାଗ। ଆଉ ଜବତ କଲା ଦୁଇଟି ଚୋରା…

ଜଟଣୀରେ ମମତାଙ୍କ କୁଶପୁତ୍ତଳିକା ଦାହ

ବ୍ୟୁରୋ: କଲିକତାରେ ଘଟିଥିବା ଡାକ୍ତର ଛାତ୍ରୀ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ଦୃଢ଼ ନିନ୍ଦା କରି ପ୍ରତିବାଦ କରିଛି ଜଟଣୀ ବିଜେପି । ଜଟଣୀ ବିଜେପି ନଗର ମଣ୍ଡଳ ସଭାପତି ତିରୁପତି ଶତପଥୀ ଓ ଜଟଣୀ ନଗର ମଣ୍ଡଳ ଯୁବମୋର୍ଚ୍ଚା ସଭାପତି…

ଜୈବିକ ପଦ୍ଧତିରେ ପୋକ ପରିଚାଳନା ନେଇ ପ୍ରଶିକ୍ଷଣ ଶିବିର

ବ୍ୟୁରୋ: ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତା ବ୍ଲକ ଝିଣ୍ଟିଶାସନ ଗ୍ରାମରେ ସେଆ କୃଷି ମହାବିଦ୍ୟାଳୟ ଚତୁର୍ଥ ବର୍ଷ ଛାତ୍ରଙ୍କ ଦ୍ୱାରା ଏକ କୃଷି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଡକ୍ଟର ପ୍ରଣୟ ରାୟ ଓ ଡକ୍ଟର ମୁକେଶ କୁମାର ପାତ୍ରଙ୍କ ପୌରହିତ୍ୟରେ ଏହି…

ଜଟଣୀରେ ଗୋ ପୂଜନ ଉତ୍ସବ

ବ୍ୟୁରୋ: ଜଟଣୀ ସେଞ୍ଚୁରିୟାନ ବିଶ୍ୱବିଦ୍ୟାଳୟ ନିକଟରେ ଥିବା ଗୋ ସେବା ଶିବିର ତରଫରୁ ଗୋ ପୂଜନ ଉତ୍ସବ ପାଳିତ ହୋଇଯାଇଛି। ଅନୁଷ୍ଠାନର କର୍ମକର୍ତ୍ତା ମାନେ ସକାଳେ ଶିବିରରେ ରହିଥିବା ସମସ୍ତ ଗାଇ ମାନଙ୍କୁ ଗାଧେଇ ସେମାନଙ୍କୁ ଫୁଲ ଚନ୍ଦନ ଦେଇ ପୂଜା…

ସୁରକ୍ଷା ପାଇଁ ଭାଇ ହାତରେ ରାଖୀ

ବ୍ୟୁରୋ: ଜଟଣୀର ଅଗ୍ରଣୀ ସାମାଜିକ ଅନୁଷ୍ଠାନ “ମୋ ପରିବାର” ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଯାଇଛି। ଅନୁଷ୍ଠାନର ସଦସ୍ୟା ଭଉଣୀ ରାଣୀ ମହାରଣା, ସୁଜେନ, ଗୁଗୁଲି, ଡୁଡୁଲୀ, ମାମାଲି, କୁନି, ଦିଶା, ଇଷା ଅନୁଷ୍ଠାନର ପ୍ରତିଷ୍ଠାତା ଶୁଭେନ୍ଦ୍ର ଶତପଥୀଙ୍କୁ ପ୍ରଥମେ ରାଖୀ…

ସମ୍ଭାବନା ପରିବାର ପକ୍ଷରୁ ବନ ମହୋତ୍ସବ ପାଳିତ

ବ୍ୟୁରୋ: ସାମାଜିକ ଅନୁଷ୍ଠାନ ସମ୍ଭାବନା ପରିବାର ପକ୍ଷରୁ ଜଟଣୀ କୁଦିଆରି ମହତାବ ନଗର ସ୍ଥିତ ଶିଶୁ ଶିକ୍ଷାସଦନ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଟଣୀ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ…