Category: ରାଜ୍ୟ ଖବର

ଖୋର୍ଦ୍ଧା ସଂକୁଳ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦଯାପିତ

ବ୍ୟୁରୋ: ଖୋର୍ଦ୍ଧା ସଂକୁଳର ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଜଟଣୀ ସରସ୍ବତୀ ଶିଶୁ ବିଦ୍ଯା ମନ୍ଦିର ପରିସରରେ ଗତ ୦୭ ତାରିଖରୁ ଆରମ୍ଭ ହୋଇ ଗତ କାଲି ଉଦଯାପିତ ହୋଇଯାଇଛି। ଏହି କାର୍ଯ୍ୟଶାଳା ରେ ଖୋର୍ଦ୍ଧା ସଂକୁଳ ଅନ୍ତର୍ଗତ ୮ଟି ସରସ୍ବତୀ ଶିଶୁ…

ନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

ବ୍ୟୁରୋ : ଦୟାନଦୀ ବ୍ରିଜ ତଳକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ଜଣଙ୍କ ହେଉଛନ୍ତି ପୁରୀ ଜିଲ୍ଲା କଣାସ ଥାନା ଅଧିନ କାତପଡା ଗାଁର ପ୍ରକାଶ ଚନ୍ଦ୍ର ସାହୁ (୨୮)। ମୃତଦେହକୁ ଅଗ୍ନିଶମ ବିଭାଗ କର୍ମଚାରୀ ନଦୀରୁ…

କୂଅ ଭିତରେ ଶ୍ୱାସରୁଦ୍ଧ ହୋଇ ଯୁବକଙ୍କ ମୃତ୍ୟୁ

ବ୍ୟୁରୋ: କୂଅ ସଫା କରିବା ବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଉଛନ୍ତି ଜଟଣୀ ଥାନା ଅଧିନ ଅରଗୁଳ ମେଳଣ ପଡିଆ ନିକଟର ସନ୍ତୋଷ କୁମାର ସାହୁ (୩୦)। ସୂଚନା ମୁତାବକ ଆଜି ସକାଳେ…

ରାଜନୀତିରୁ ଅବସର ନେଲେ ଡ଼. ଅଚ୍ୟୁତ ସାମନ୍ତ

ବ୍ୟୁରୋ: ରାଜନୀତିରୁ ଅବସର ନେଲେ ବିଜେଡିର ପୂର୍ବତନ ସାଂସଦ ଡ଼. ଅଚ୍ୟୁତ ସାମନ୍ତ । ଏନେଇ ସେ ସାମ୍ବାଦିକ ସମ୍ମିଳନୀରେ ଜଣାଇଛନ୍ତି। ଗତକାଲି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ଉଭୟ ଲୋକସଭା ଓ ରାଜ୍ୟସଭାରେ ତାଙ୍କୁ ସୁଯୋଗ ଦେଇଥିବାରୁ…

ଭକ୍ତଙ୍କ ଅସନ୍ତୋଷ ପରେ ଶ୍ରୀମନ୍ଦିର ପରିସରରେ ଲାଗିଲା ଲାଇଟ୍

ବ୍ୟୁରୋ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନ ଠାରୁ ଶ୍ରୀମନ୍ଦିର ପରିସରରେ ହୋଇଥିଲା ଆଲୋକୀକରଣ ବ୍ୟବସ୍ଥା। କିନ୍ତୁ ନିର୍ବାଚନ ଫଳ ବାହାରିବା ପରେ ହଠାତ୍ ଅଲୋକୀକରଣ ବ୍ୟବସ୍ଥା ବନ୍ଦ ହୋଇଯାଇଥିଲା। ଇଭେଣ୍ଟ ସଂସ୍ଥା ଲାଇଟ ଗୁଡିକୁ କାଢିନେଇଥିଲା। ଏହାପରେ ଭକ୍ତ ମାନଙ୍କ ମଧ୍ୟରେ…

ପଦ୍ମ ଧରିଲେ ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟସାଣୀ

ବ୍ୟୁରୋ: ବିଜେପିରେ ସାମିଲ ହେଲେ ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ । ଦିଲ୍ଲୀ ବିଜେପି କାର୍ଯ୍ୟାଳୟରେ ସେ ସାମିଲ ହୋଇଥିବା ସୂଚନା ମିଳୁଛି। ବିଜେପି ଉତ୍ତରୀୟ କାନ୍ଧରେ ପକାଇଥିବା ଫଟୋ ଭାଇରାଲ ହେବାରେ ଲାଗିଛି । ପୂର୍ବରୁ ବିଜେଡି ଦଳରୁ ସାଂସଦ…

ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଅନ୍ତରୀଣ ଜାମିନ

ବ୍ୟୁରୋ: ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଅନ୍ତରୀଣ ଜାମିନ । ୯ ତାରିଖରୁ ୩ ଦିନ ପାଇଁ ମିଳିଛି ଜାମିନ । ଜିଲ୍ଲା ପ୍ରଥମ ଅତିରିକ୍ତ ଦୌରାଜଜଙ୍କ ଶୁଣାଣି ପରେ, ପ୍ରଶାନ୍ତ ଜଗଦେଵଙ୍କୁ ମିଳିଛି ଅନ୍ତରୀଣ ଜାମିନ । ବୋଲଗଡ…

ରାଜ୍ୟରେ ଚାଲୁ ରହିଛି ବିଏସକେୱାଇ କାର୍ଡ

ବ୍ୟୁରୋ: ବିଜେଡି ସରକାରରୁ ଯିବା ପରେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ବନ୍ଦ ହୋଇଯିବା ଆଶଙ୍କା ଘେରିଥିଲା ଜନ ସାଧାରଣଙ୍କ ମନରେ । ରାଜ୍ୟରେ ବିଏସକେୱାଇ ଯୋଜନା ବନ୍ଦ ହୋଇଯିବ ବୋଲି ସବୁଠି ଆଲୋଚନା ହେଉଥିଲା। କିନ୍ତୁ ଆଜି ସ୍ୱାସ୍ଥ୍ୟ ବିଭାଗ ସେଭଳି…

ରାଜ୍ୟରେ ବନ୍ଦ ହେବ ବିଏସକେୱାଇ ଯୋଜନା, ଲାଗୁ ହେବ ଆୟୁଷ୍ମାନ ଯୋଜନା

ବ୍ୟୁରୋ: ରାଜ୍ୟରେ ବନ୍ଦ ହେବ ବିଏସକେୱାଇ ଯୋଜନା । ଲାଗୁ ହେବ କେନ୍ଦ୍ରର ଆୟୁଷ୍ମାନ ଯୋଜନା । ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ବିଜେପି ସରକାର ଶପଥ ଗ୍ରହଣ କରିବା ପରେ ରାଜ୍ୟରେ ଆୟୁଷ୍ମାନ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ବ୍ୟୁରୋ: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ । ରାଜଭବନରେ ପହଞ୍ଚି ନବୀନ ପଟ୍ଟନାୟକ ନିଜର ଇସ୍ତଫାପତ୍ର ରାଜ୍ୟପାଳ ରଘୁବର ଦାସକୁ ଦେଇଛନ୍ତି । ଚଳିତ ନିର୍ବାଚନରେ ବଡ ପରାଜୟର ସାମ୍ନା କରିବାକୁ ପଡିଛି ବିଜେଡି କୁ । ୨୦୧୯…