ପ୍ରତିଦିନ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ବ୍ୟୁରୋ: ଲୋକଙ୍କ ଅଭିଯୋଗ ଶୁଣିବେ, ଲୋକଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ପ୍ରତିଦିନ ୨ ଘଣ୍ଟା ଲୋକଙ୍କ ଅଭିଯୋଗ ଶୁଣିବେ। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରେ ଥିବା ସମୟରେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ…
