ବ୍ୟୁରୋ: ମୋ ବସକୁ ଧକ୍କା ଦେଲା ଦୁଇଟି ଟ୍ରକ । ଟ୍ରକ ଧକ୍କାରେ ମୋ ବସ ର ପଛ ପଟ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବା ବେଳେ, ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଛନ୍ତି।

କଟକ ତେଲେଙ୍ଗାପେଣ୍ଠ ନିକଟରେ ଘଟିଛି ଏହି ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଆହତ ହୋଇଥିବା ଲୋକମାନଙ୍କୁ ଉଦ୍ଧାର କରାଯାଇ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ମୋ ବସ କୁ ପଛରୁ ପିଟିଥିବା ଟ୍ରକ ର ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସୂଚନା ମିଳୁଛି।

Leave a Reply

Your email address will not be published. Required fields are marked *