ବ୍ୟୁରୋ: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ରଘୁବର ଦାସ ହେବେ ଓଡ଼ିଶାର ନୂତନ ରାଜ୍ୟପାଳ । ଏ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବର୍ତ୍ତମାନର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସ୍ଥାନରେ, ଓଡ଼ିଶାର ପରବର୍ତ୍ତୀ ରାଜ୍ୟପାଳ ଦାୟିତ୍ୱ ନେବେ ରଘୁବର । ରଘୁବର ଦାସ ୫ ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Leave a Reply

Your email address will not be published. Required fields are marked *