ବ୍ୟୁରୋ: IPS ଅଫିସର ଡିଏସ କୁଟ୍ଟେ ହେଲେ ସସପେଣ୍ଡ । ଭାରତୀୟ ନିର୍ବାଚନ କମିଶନର IPS ଡିଏସ୍ କୁଟ୍ଟେଙ୍କୁ କଲେ ସସପେଣ୍ଡ ।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (CEO)ଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। CMOରେ ସ୍ପେଶାଲ ସେକ୍ରେଟାରୀ ଭାବେ କାର୍ଯ୍ୟ କରୁଥିଲେ ଡିଏସ କୁଟ୍ଟେ।  ସେ ସସପେଣ୍ଡ କାଳରେ ନୂଆଦିଲ୍ଲୀ ଆବାସିକ କମିଶନରଙ୍କ ଅଫିସରେ ରହି କାର୍ଯ୍ୟ କରିବେ । କାଲି ଦିନ ୩ଟା ସୁଦ୍ଧା ସେଠାରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିଶନର।

Leave a Reply

Your email address will not be published. Required fields are marked *