ବ୍ୟୁରୋ: ଚଳିତ ମାସ ୨୫ତାରିଖରୁ ରାଜ୍ୟର ସମସ୍ତ ଘରୋଇ ଓ ସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର।ରାଜ୍ୟରେ ବର୍ତ୍ତମାନ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେଉଥିବାରୁ, ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଘରୋଇ ଓ ସରକାରୀ ସ୍କୁଲ କୁ ଏପ୍ରିଲ ୨୫ରୁ ଖରା ଛୁଟି ଘୋଷଣା କରିଛନ୍ତି ସରକାର ।

ଏଥିସହ ଆସନ୍ତା କାଲି ୨୨ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ରେ , ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏଁ ପାଠ ପଢା ହେବ । ଏହା ପୂର୍ବରୁ ପ୍ରବଳ ଖରା ଯୋଗୁଁ ସମସ୍ତ ସ୍କୁଲ କୁ ଏପ୍ରିଲ ୧୮ ତାରିଖରୁ ରୁ ୨୦ ତାରିଖ ପର୍ଯ୍ୟନ୍ତ ଛୁଟିି ଘୋଷଣା କରିଥିଲେ ।

Leave a Reply

Your email address will not be published. Required fields are marked *