Tag: kalingatoday

୮ମ ଯୁବ ସମ୍ମାନ ଉତ୍ସବ

ବ୍ୟୁରୋ: ଜଟଣୀ ୟୁଥ୍ ଫେଡରେସନ୍ ପକ୍ଷରୁ ରବିବାର ସନ୍ଧ୍ୟାରେ, ଜଟଣୀ ଥାନା ଛକ ନିକଟରେ ୮ମ ଯୁବ ସମ୍ମାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ଅନନ୍ତ ଶତପଥୀ ଉତ୍ସବକୁ ସଭାପତିତ୍ବ କରିଥିଲେ। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜଟଣୀ…

ନାଳରେ ଭାସୁଛି ଅଜଣା ମୃତ ଦେହ

ବ୍ୟୁରୋ: ଜଟଣୀ ଥାନା ଅଧିନ କିଷ୍ଟ କଲେଜ ନିକଟ ଷଣ୍ଢପୁର ଜଗନ୍ନାଥ ବିହାର ପାଖ ନାଳରେ ଭାସୁଛି ଅଜଣା ମୃତ ଦେହ। ଆଜି ସକାଳୁ ସ୍ଥାନୀୟ ଲୋକେ ନାଳରେ ମୃତ ଦେହ ଭାସୁଥିବାର ଦେଖିଥିଲେ, ପରେ ପୋଲିସକୁ ଖବର ଦେଇଥିଲେ। ମୃତ…

ସୁଭଦ୍ରା ଆବେଦନ ପାଇଁ ଟଙ୍କା ମାଗି ଜନସେବା କେନ୍ଦ୍ର ମାଲିକ ଅଟକ

ବ୍ୟୁରୋ : ସୁଭଦ୍ରା ଯୋଜନାରେ ଆବେଦନ ନିମନ୍ତେ ଟଙ୍କା ମାଗି ଜନସେବା କେନ୍ଦ୍ର ମାଲିକ ଅଟକ। ଜନସେବା କେନ୍ଦ୍ରରେ ହିତାଧିକାରୀ ମାନେ କିପରି ହିତାଧିକାରୀ ସହଜରେ ମାଗଣାରେ ସୁଭଦ୍ରା ଯୋଜନା ପାଇଁ ଆବେଦନ କରି ପାରିବେ ସେ ନେଇ ସରକାର ସମସ୍ତ…

ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ବ୍ୟୁରୋ: ରଣପୁର ସୁନାଖଳା ଅଞ୍ଚଳରେ ଦିନକୁ ଦିନ ନିଶା କାରବାର ବଢିଚାଲିଥିବା ବେଳେ, ନିଶା ବେପାରୀଙ୍କୁ ସାବାଡ଼ କରିବାକୁ ଆକ୍ସନ ମୁଡ଼କୁ ଓଲ୍ହାଇଛି ପୋଲିସ। ସୁନାଖଳା ଫାଣ୍ଡି ଅଧିକାରୀ ପ୍ରୀତି ପ୍ରକାଶ ମହାନ୍ତି ଵିଶେଷ ସୂତ୍ରରୁ ଖବର ପାଇ କୋଟଗଡ଼ ନିକଟରେ…

ଉଦଘାଟିତ ହେଲା ଜଟଣୀ ଗଣେଶ ମହୋତ୍ସବ

ବ୍ୟୁରୋ: ଜଟଣୀ ଶରତ ପାଇକରାୟ ଷ୍ଟାଡିୟମରେ କଳିଙ୍ଗ ଯୁବ ପରିଷଦ ପକ୍ଷରୁ ଆୟୋଜିତ ୮ମ ଜଟଣୀ ଗଣେଶ ମହୋତ୍ସବ ଶନିବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି। ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ମହୋତ୍ସବକୁ ଉଦଘାଟନ କରିଥିବା ବେଳେ, ଅତିଥିଭାବେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ…

ପଞ୍ଚମ ମହଲାରୁ ଡେଇଁ ଆଇଆଇଟି ଛାତ୍ରୀଙ୍କ ଆତ୍ମହତ୍ଯା

ବ୍ୟୁରୋ: ଭୁବନେଶ୍ୱର ଆଇଆଇଟି ଜଟଣୀ କ୍ୟାମ୍ପସରେ ଛାତ୍ରୀଙ୍କ ଆତ୍ମହତ୍ଯା। ମୃତା ଛାତ୍ରୀ ଜଣଙ୍କ ହେଲେ କ୍ରୀତିକା ରାଜ। କ୍ରୀତିକା ବି-ଟେକ ୩ୟ ବର୍ଷ ର ଛାତ୍ରୀ ଥିଲେ । ସେ ପଞ୍ଚମ ମହଲାରୁ ଡେଇଁ ଆତ୍ମହତ୍ଯା କରିଥିବା ସୂଚନା ମିଳିଛି। ତେବେ…

ଜଟଣୀ ବିକାଶ ପରିଷଦର ତୃତୀୟ ବାର୍ଷିକ ବୈଠକ

ବ୍ୟୁରୋ: ଜଟଣୀର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜଟଣୀ ବିକାଶ ପରିଷଦର ତୃତୀୟ ବାର୍ଷିକ ବୈଠକ ଜଟଣୀ ମା’ ଖଣ୍ଡୁଆଳଙ୍କ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ବିଜୟ କୁମାର ଛୋଟରାୟଙ୍କ ସଭାପତିତ୍ବରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଜଟଣୀ ଅଞ୍ଚଳରେ…

କଟକ ଦୁର୍ଗାପୂଜା ଭସାଣିରେ ବାଜିବନି ଡିଜେ

ବ୍ୟୁରୋ : ଚଳିତବର୍ଷ କଟକ ଦୁର୍ଗାପୂଜା ଭସାଣିରେ ବାଜିବନି ଡିଜେ। କଟକ ଦୁର୍ଗାପୂଜା କୁ ନେଇ ଆଜି ଶାନ୍ତି କମିଟି ବୈଠକ ବସିଥିଲା। ଏହି ବୈଠକରେ ଭାଷାଣିରେ ଡିଜେ କୁ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି । ବୈଠକ ପରେ…

ସୁଭଦ୍ରା ଯୋଜନା ନେଇ ଜାରି ହେଲା ଟୋଲ ଫ୍ରି ନଂ

ବ୍ୟୁରୋ: ସୁଭଦ୍ରା ଯୋଜନାର ଆନୁଷ୍ଠାନିକ ମାର୍ଗଦର୍ଶିକା ଜାରି ହେଲା ଟୋଲ ଫ୍ରି ନଂ । ସୁଭଦ୍ରା ଯୋଜନାର ଟୋଲ ଫ୍ରି ନଂ ହେଉଛି ୧୪୬୭୮ । ମହିଳା ଓ ଶିଶୁ ବିଭାଗ ପକ୍ଷରୁ ଏହି ଟୋଲ ଫ୍ରି ନଂ ଜାରି କରାଯାଇଛି…

ଗେଷ୍ଟ ହାଉସ ରୁ ଝୁଲନ୍ତା ମୃତଦେହ ଉଦ୍ଧାର

ବ୍ୟୁରୋ: ଜଟଣୀ ଥାନା ଅଧିନ ସିତାରାମ ଛକ ନିକଟ ଏକ ଗେଷ୍ଟ ହାଉସ ରୁ ଜଣେ ଯୁବକଙ୍କ ମୃତ ଦେହକୁ ଜବତ କରିଛି ଜଟଣୀ ପୋଲିସ । ମୃତ ଯୁବକ ଜଣଙ୍କ ହେଲେ ଭୁବନେଶ୍ୱର ଓ଼ଲ୍ଡ ଟାଉନ ନାଗେଶ୍ୱର ଟାଙ୍ଗୀର ନାରାୟଣ…