ବାହାନଗା ପହଞ୍ଚି ସ୍ଥିତି ଅନୁଧ୍ୟାନ କଲେ ପ୍ରଧାନମନ୍ତ୍ରୀ
ବ୍ୟୁରୋ: ବାଲେଶ୍ୱର ବାହାନଗାରେ ଘଟିଥିବା ବଡ଼ ଟ୍ରେନ ଦୁର୍ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ସହ ଦୁଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଧର୍ମେନ୍ଦ୍ର ପ୍ରଧାନ ରହିଥିଲେ। ଅନେକ ବରିଷ୍ଠ ଅଧିକାରୀମାନେ ସେଠାରେ ଉପସ୍ଥିତି…
