ସ୍ବେଚ୍ଛାସେବୀ ସଂଗଠନ ସୋଚ୍ କାର୍ଯ୍ୟାଳୟରେ ଗଣତନ୍ତ୍ର ଦିବସ ପାଳିତ
ବ୍ୟୁରୋ: ଖୋର୍ଦ୍ଧା ଜିଲ୍ଲା ଜଟଣୀ ଗୋପୀନାଥପୁର ସ୍ଥିତ ସୋସାଇଟି ଫର୍ ଚିଲ୍ଡରେନ୍ ସୋଚ୍ ଅନୁଷ୍ଠାନରେ ୭୬ତମ ଗଣତନ୍ତ୍ର ଦିବସ ପାଳିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ମନୋଜ କୁମାର ସ୍ବାଇଁ ପତାକା ଉତ୍ତୋଳନ କରିଥିଲେ। ଗଣତନ୍ତ୍ର ଦିବସର ଗୁରୁତ୍ଵ ଓ ମହତ୍ତ୍ଵ ବିଷୟରେ…
