ଜଟଣୀ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ମ୍ୟାଟ୍ରିକ ପରୀକ୍ଷା ରେ ଶତ ପ୍ରତିଶତ ସଫଳତା
ବ୍ୟୁରୋ: ଚଳିତବର୍ଷ ମ୍ୟାଟ୍ରିକ ପରୀକ୍ଷା ଫଳ ଖୋର୍ଦ୍ଧା ଜିଲ୍ଲାରେ ସବୁଠୁ ଭଲ ହୋଇଥିବା ବେଳେ, ଜଟଣୀ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀ ମାନେ ଶତ ପ୍ରତିଶତ ସଫଳ ହୋଇଛନ୍ତି। ବିଦ୍ୟାଳୟର ଛାତ୍ର ହରପ୍ରସାଦ ଦାସ A1 ପାଇ ବିଦ୍ୟାଳୟ ପାଇଁ…
