ପରିବେଶ ସୁରକ୍ଷାର ବାର୍ତ୍ତା ଦେଲା ଶୋଭା।
ବ୍ୟୁରୋ: ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ ଅଧିନ ବିଶ୍ଵନାଥପୁର ସ୍ଥିତ ମା’ ଦକ୍ଷିଣକାଳୀ ମନ୍ଦିର ପୀଠରେ, ସ୍ଵେଚ୍ଛାସେବୀ ଅନୁଷ୍ଠାନ ‘ଶୋଭା’ ପକ୍ଷରୁ ପରିବେଶ ସଚେତନତା ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବାଲିପାଟଣା ଥାନାର ଏଏସ୍ଆଇ ରାକେଶ…
