୧୫ ହଜାର ଟଙ୍କା ଲାଞ୍ଚ ନେଇ, ଧରା ପଡିଲେ ମହିଳା ଏଏସଆଇ।
ବ୍ୟୁରୋ : ଭୁବନେଶ୍ୱର ସହିଦନଗର ଥାନାର ମହିଳା ଏଏସଆଇ ମମତା ବସ୍ତିଆ, ଆଜି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ସୂଚନା ମୁତାବକ ମମତା ଏକ ମାମଲାର ରଫାଦଫା ପାଇଁ, ୧୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ତାଙ୍କୁ ଭିଜିଲାନ୍ସ ବିଭାଗ ଧରିଛି।…
ବ୍ୟୁରୋ : ଭୁବନେଶ୍ୱର ସହିଦନଗର ଥାନାର ମହିଳା ଏଏସଆଇ ମମତା ବସ୍ତିଆ, ଆଜି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ସୂଚନା ମୁତାବକ ମମତା ଏକ ମାମଲାର ରଫାଦଫା ପାଇଁ, ୧୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ତାଙ୍କୁ ଭିଜିଲାନ୍ସ ବିଭାଗ ଧରିଛି।…
ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଶାସାନରେ ଅନୁପ୍ରାଣିତ ହୋଇ, ଜଟଣୀ ପୋୖର ପରିଷଦର ଦୁଇ ଜଣ କାଉନସିଲର ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡିର ରାଜ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନରେ, ଜଟଣୀ ପୋୖର ପରିଷଦର, ୧୧ ନମ୍ବର…
ଜଟଣୀ: ଖୋର୍ଦ୍ଧାରୋଡ ରେଳମଣ୍ଡଳ ଶ୍ରମିକ ୟୁନିଅନ ପକ୍ଷରୁ, ସଂଯୋଜକ ରଂଜିତ କୁମାର ଦାସଙ୍କ ନେତୃତ୍ୱରେ, ରେଲୱେ ରନିଙ୍ଗ କର୍ମଚାରୀମାନେ ଆମରଣ ଅନଶନ କରିଛନ୍ତି। ଖୋର୍ଦ୍ଧାରୋଡ଼ ରେଳମଣ୍ଡଳ କାର୍ଯ୍ୟଳୟ ସମ୍ମୁଖରେ ସକାଳ ୬ ଟାରୁ ସନ୍ଦ୍ୟା ୬ ଟା ପର୍ଯ୍ୟନ୍ତ କର୍ମଚାରୀ ମାନେ…
ଜଟଣୀ : ଜଟଣୀ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ବନ ମହୋତ୍ସବ ପାଲିତ ହୋଇଯାଇଛି। ଗଛ ଲଗେଇବା ଦ୍ୱାରା ଆମେ କିପରି ଆମ ପରିବେଶର ସୁରକ୍ଷା କରିପାରିବା। ବାୟୁମଣ୍ଡଳରେ ବଢୁଥିବା ତାପମାତ୍ରାକୁ ଗଛ ଲଗାଇ ଏହାକୁ କିପରି ନିୟନ୍ତ୍ରଣ କରିପାରିବା,…
ଜଟଣୀ : ଜଟଣୀ ଲବଣଗିରି ଉଚ୍ଚ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ପାଲିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ସଚିବ ମନୋରଞ୍ଜନ ମହାପାତ୍ର , ସମ୍ମାନିତ ଅତିଥି ଭାବେ ଜୟନ୍ତ କୁମାର…
ଜଟଣୀ: ୭୪ ତମ ବନ ମହୋତ୍ସବ ସପ୍ତାହ, ଜଟଣୀ ବ୍ଲକ ଅଧିନ ହରିଡାମଡାରେ ଅଞ୍ଚଳରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ , ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର , ଖୋର୍ଦ୍ଧା ଜିଲ୍ଲାପାଳ କେ.…
ଜଟଣୀ: ବହୁ ପ୍ରତିକ୍ଷିତ ଜଟଣୀ ଓଭର ବ୍ରିଜ ନିର୍ମାଣ ସରିବାକୁ ଯାଉଛି। ଉଦଘାଟନ ତାରିଖ ପ୍ରଶାସନ ଘୋଷଣା କରିନଥିଲେ ମଧ୍ୟ, ଖୁବଶୀଘ୍ର ଏହାର ଉଦଘାଟନ ହେବ ବୋଲି ଜଟଣୀବାସୀ ଆଶା ରଖିଛନ୍ତି। ଗୁରୁବାର ଜଟଣୀ ନାଗରିକ କମିଟିର ସଭାପତି ମନ୍ମଥ ରାଉତରାୟଙ୍କ…
ଜଟଣୀ: ଜଟଣୀ ଥାନା ଆଗରେ ଘଟିଛି ମର୍ମାନ୍ତୁକ ସଡ଼କ ଦୁର୍ଘଟଣା। ଏହି ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ ରାତି ପ୍ରାୟ 10ଟା ସମୟରେ, ଜଟଣୀ ହରିଭାଇନା ଛକ ପଟୁ ଏକ ଟ୍ରକ ସିତାରାମ ଛକ ପଟକୁ ଯିବା ସମୟରେ,…
ଜଟଣୀ: ଜଣେ ଧଳା ଜହର ବେପାରୀକୁ ଗିରଫ କରି, କୌର୍ଟ ଚାଲାଣ କରିଛି ଜଟଣୀ ପୋଲିସ। ସୂଚନା ମୁତାବକ ବିଶେଷ ସୂତ୍ରରୁ ଖବର ପାଇ ଜଟଣୀ ପୋଲିସର ଏକ ଟିମ୍ ସେଞ୍ଚୁରିୟାନ ମା’ଖୁଣ୍ଡୁଆଳଙ୍କ ମନ୍ଦିର ନିକଟରେ ଚାଡାଉ କରି ଜଣେ ଧଳା…
ଜଟଣୀ: ଜଟଣୀ ଥାନା ଅଧୀନ ବେଣାପଞ୍ଜରୀ ଗ୍ରାମରେ ଆଜି ଘଟିଛି ଏକ ଦୁଃଖଦ ଘଟଣା। ବଜ୍ରାଘାତରେ ଚାଲିଯାଇଛି ଜଣେ ଯୁବକଙ୍କ ଜୀବନ। ମୃତ ଯୁବକ ଜଣଙ୍କ ହେଉଛନ୍ତି ବେଣାପଞ୍ଜରୀ ଟାଙ୍ଗୀ ସାହିର ସେକ୍ ଜାହିର। ଅପରାହ୍ନ ସମୟରେ ପ୍ରବଳ ବର୍ଷା ସହିତ…