Tag: politics

୨୦୨୪ ପାଇଁ ସୁରଜଙ୍କ ରଣନୀତି

ବ୍ୟୁରୋ: ୨୦୨୪ ଯେତିକି ପାଖେଇ ଆସୁଛି ନିର୍ବାଚନ ତାତି ସେତିକି ବଢୁଛି। ୨୦୨୪ରେ କିଏ କେଉଁ ଦଳରୁ ଟିକେଟ ପାଇବ ସେଥିପାଇଁ ସମସ୍ତେ କରୁଛନ୍ତି କସରତ୍। ୨୦୨୪ ନିର୍ବାଚନରେ ଅନେକ ନୂଆ ମୁହଁ ଦେଖିବେ ଜନତା। ସେଥିପାଇଁ ଏବେ ନୂଆ ନେତାମାନେ…

ବିଜେଡି ଦଳରୁ ବହିଷ୍କୃତ ହେଲେ ଦୁଇ ବିଧାୟକ।

ବ୍ୟୁରୋ: ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା ଓ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜେଡି ଦଳରୁ ବହିଷ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

ଉପସଭାପତି ପଦରୁ ହଟିଲେ ସୌମ୍ୟ ରଞ୍ଜନ ।

ବ୍ୟୁରୋ : ଖଣ୍ଡପଡା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ, ଆଜି ବିଜେଡି ଦଳର ଉପସଭାପତି ପଦରୁ ହଟାଇଛନ୍ତି, ବିଜେଡି ସଭାପତି ନବୀନ ପଟ୍ଟନାୟକ। ସୌମ୍ୟଙ୍କ ସମ୍ପାଦକୀୟ ଲେଖା ଓ ଗଣମାଧ୍ୟମରେ ବାଇଟ ରହିଥିଲା ଖୁବ ଚର୍ଚ୍ଚାରେ ।

ଆରପାରିରେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

ବ୍ୟୁରୋ: ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ, ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେପରଲୋକ ହୋଇଛି। ସ୍ବର୍ଗତ ପାତ୍ର ୨୪ ଡିସେମ୍ବର ୧୯୪୮ ମସିହାରେ ଜନ୍ମ ଗ୍ରହଣ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୪ବର୍ଷ ହୋଇଥିଲା। ସେ ଜଣେ ଓଡ଼ିଶା ରାଜନୀତିର ଟାଣୁଆ…

ଆରମ୍ଭ ହେଲା ସନ୍ତୋଷ ଜେନାଙ୍କ ନିର୍ବାଚନ ପ୍ରଚାର।

ବ୍ୟୁରୋ: 2024 ସାଧାରଣ ନିର୍ବାଚନକୁ ରହିଲା ଆଉ କିଛି ମାସ ବାକି। ଏବେଠାରୁ ନେତାମାନେ ଆରମ୍ଭ କରିସାରିଲେଣି ନିର୍ବାଚନ ପ୍ରଚାର ସହ କର୍ମୀ ସମ୍ମିଳନୀ । ନେତାମାନେ ବିଭିନ୍ନ ସାମାଜିକ ଅନୁଷ୍ଠାନ ଗଢି, ହେଉଛନ୍ତି ଲୋକମାନଙ୍କ ନିକଟତର। ଗତ କିଛି ଦିନ…

ବିଜେପିରେ ମିଶିଲେ ଶତାଧିକ କର୍ମୀ।

ନୟାଗଡ଼: ନୟାଗଡ଼ ରାଜବାଟୀଠାରେ ଶତାଧିକ ଅନ୍ୟ ଦଳର କର୍ମୀ, ବିଜେପି ଦଳରେ ମିଶିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶରେ ଅନୁପ୍ରାଣୀତ ହୋଇ ଅନ୍ୟ ଦଳ ଛାଡି, କର୍ମୀ ମାନେ ଏହି ମିଶ୍ରଣ ପର୍ବରେ ଯୋଗଦେଇଥିଲେ। ସେଠାରେ ଦଳୀୟ ପତାକା ବେକରେ ପକେଇବା…

କେଉଁ ଦଳରୁ ନିର୍ବାଚନ ଲଢ଼ିବେ ସୁରଙ୍କ ପୁଅ ମନ୍ମଥ !

ଜଟଣୀ: 2024 ସାଧାରଣ ନିର୍ବାଚନ ପାଇଁ ଏବେଠୁ ଆରମ୍ଭ ହୋଇଗଲାଣି ଅଙ୍କ କସା। କିଏ କେଉଁ ନିର୍ବାଚନ ମଣ୍ଡଳୀରୁ ଲଢ଼ିବ, ଆଉ କେଉଁ ଦଳରୁ ଟିକେଟ ନେବ, ସେଥିପାଇଁ ସବୁଠି ଚାଲିଛି ଭିତିରିଆ ଲବି। ବିଧାୟକ ହେବାକୁ ଆଶା କରିଥିବା ନେତା…