ରଥଖଳାରେ ଚକ ଡେରା ନୀତି , ଆସିଲା ଆଜ୍ଞାମାଳ ସମ୍ପର୍ଣ୍ଣ ହେଲା ନୀତି
ବ୍ୟୁରୋ: ଆଜି ପବିତ୍ର ଭଉଁରୀ ତିଥିରେ ରଥ ନିର୍ମାଣର ଗୁରୁତ୍ୱପୂର୍ଣ୍ଣ ସୋପାନ ସମ୍ପନ୍ନ ହୋଇଛି । ଶ୍ରୀଜୀଉମାନଙ୍କ ଆଜ୍ଞାମାଳ ରଥଖଳାକୁ ବିଜେ ହେବା ପରେ ସେଠାରେ ରଥ ନିର୍ମାଣ ସେବକମାନଙ୍କ ଉପସ୍ଥିତିରେ ତିନିରଥର ଅଖରେ ଦୁଇଟି ଲେଖାଏଁ ଚକ ସଂଯୋଗ କରି,…
